2 Chronicles 31:20 — Compare Translations
5 translations compared side by side
Odia - 1840
"ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ଵସ୍ତତାର କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ରାଜା ହିଜକିୟ ଯିହୁଦାରେ ଏହି ସମସ୍ତ ଉତ୍ତମ କାର୍ଯ୍ୟ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ୱସ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।