2 Chronicles 31:21 — Compare Translations

5 translations compared side by side

Odia - 1840
"ଯେଉଁ ପ୍ରେତ୍ୟକକ କାର୍ୟ୍ଯ ସେ ଆରମ୍ଭ କଲେ, ଯଥା:- ପରମେଶ୍ବରଙ୍କ ମନ୍ଦିରର ସବୋକାର୍ୟ୍ଯ ଓ ବ୍ଯବସ୍ଥା ନିଯମ ଓ ଆଦେଶର ବାଧ୍ଯ ହବୋ ଏବଂ ତାଙ୍କର ପରମେଶ୍ବରଙ୍କର ଅନୁଗମନ କରିବା ରେ ସେ ସଫଳ ହେଲେ। ହିଜକିଯ ଏହି ସମସ୍ତ ବିଷଯ ତାଙ୍କର ହୃଦଯର ସହିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କରିବା ନିମନ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ପ୍ରତ୍ୟେକ କାର୍ଯ୍ୟ ସେ ଆରମ୍ଭ କଲେ, ଯଥା: ପରମେଶ୍ୱରଙ୍କ ମନ୍ଦିରର ସେବାକାର୍ଯ୍ୟ ଓ ବ୍ୟବସ୍ଥା ନିୟମ ଓ ଆଦେଶର ବାଧ୍ୟ ହେବା ଏବଂ ତାଙ୍କର ପରମେଶ୍ୱରଙ୍କର ଅନୁଗମନ କରିବାରେ ସେ ସଫଳ ହେଲେ। ହିଜକିୟ ଏହି ସମସ୍ତ ବିଷୟ ତାଙ୍କର ହୃଦୟର ସହିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।