2 Chronicles 31:3 — Compare Translations

5 translations compared side by side

Odia - 1840
"ହିଜକିଯ ତାଙ୍କର ନିଜର ପଶୁପଲ ମଧ୍ଯରୁ କତେୋଟିକୁ ହାମବେଳି ଉପହାର ସ୍ବରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ଯା ସମୟରେ ହାମବେଳି ଉପହାର ସ୍ବରୂପେ ବ୍ଯବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶଷେ ଦିନ, ଅମାବାସ୍ଯା ଉତ୍ସବ ଓ ଅନ୍ଯାନ୍ଯ ବିଶଷେ ସଭାମାନଙ୍କ ରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ଯବସ୍ଥା ନିଯମ ରେ ଯେଉଁପରି ଲଖାଯାେଉଥିଲା, ଏହା ସହେିପରି କରାଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀୟ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ତାଙ୍କର ନିଜର ପଶୁପଲ ମଧ୍ୟରୁ କେତୋଟିକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ୟା ସମୟରେ ହୋମବଳି ଉପହାର ସ୍ୱରୂପେ ବ୍ୟବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶେଷ ଦିନ, ଅମାବାସ୍ୟା ଉତ୍ସବ ଓ ଅନ୍ୟାନ୍ୟ ବିଶେଷ ସଭାମାନଙ୍କରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମରେ ଯେଉଁପରି ଲେଖାଯାଉଥିଲା, ଏହା ସେହିପରି କରାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜ ସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।