2 Chronicles 31:4 — Compare Translations
5 translations compared side by side
Odia - 1840
"ହିଜକିଯ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ସମାନଙ୍କେର ଶସ୍ଯର ପ୍ରଥମ ଅଂଶ ଯାଜକ ଓ ଲବେୀୟମାନଙ୍କୁ ଦବୋ ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲବେୀୟମାନେ ବ୍ଯବସ୍ଥା ନିଯମାନୁୟାଯୀ କାର୍ୟ୍ଯ କରିବା ରେ ସମାନଙ୍କେର ସମସ୍ତ ସମୟ ଅତିବାହିତ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ସେମାନଙ୍କର ଶସ୍ୟର ପ୍ରଥମ ଅଂଶ ଯାଜକ ଓ ଲେବୀୟମାନଙ୍କୁ ଦେବା ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲେବୀୟମାନେ ବ୍ୟବସ୍ଥା ନିୟମାନୁଯାୟୀ କାର୍ଯ୍ୟ କରିବାରେ ସେମାନଙ୍କର ସମସ୍ତ ସମୟ ଅତିବାହିତ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।