2 Chronicles 31:5 — Compare Translations

5 translations compared side by side

Odia - 1840
"ଦେଶର ଚତୁର୍ଦ୍ଦିଗର ଲୋକମାନେ ଏହି ଆଦେଶ ଶୁଣିଲେ। ଅତଏବ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଅମଳ ହାଇେଥିବା ଖାଦ୍ୟଶସ୍ଯ, ଅଙ୍ଗୁର ରସ, ତୈଳ, ମହୁ, ଓ ସମାନଙ୍କେ କ୍ଷେତ୍ର ରେ ହେଉଥିବା ସମସ୍ତ ଫସଲର ପ୍ରଥମ ଅଂଶ ଦେଲେ। ସମାନେେ ସହେି ସମସ୍ତ ସାମଗ୍ରୀଗୁଡ଼ିକର ଦଶମାଂଶ ଆଣିଲେ, ଯେଉଁଗୁଡ଼ିକ ୟଥେଷ୍ଟ ଭାବରେ ଯୋଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଓ ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶର ଚତୁର୍ଦ୍ଦିଗର ଲୋକମାନେ ଏହି ଆଦେଶ ଶୁଣିଲେ। ଅତଏବ ଇସ୍ରାଏଲର ଲୋକମାନେ ସେମାନଙ୍କର ଅମଳ ହୋଇଥିବା ଖାଦ୍ୟଶସ୍ୟ, ଅଙ୍ଗୁର ରସ, ତୈଳ, ମହୁ, ଓ ସେମାନଙ୍କ କ୍ଷେତ୍ରରେ ହେଉଥିବା ସମସ୍ତ ଫସଲର ପ୍ରଥମ ଅଂଶ ଦେଲେ। ସେମାନେ ସେହି ସମସ୍ତ ସାମଗ୍ରୀଗୁଡ଼ିକର ଦଶମାଂଶ ଆଣିଲେ, ଯେଉଁଗୁଡ଼ିକ ଯଥେଷ୍ଟ ଭାବରେ ଯୋଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ ସନ୍ତାନନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।