2 Chronicles 31:6 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ଓ ୟିହୁଦୀଯ ଲୋକମାନେ, ଯେଉଁମାନେ ଯିହୁଦାର ନଗର ରେ ବାସ କରୁଥିଲେ, ସମାନଙ୍କେର ପଶୁପଲ ଓ ମଷେପଲର ମଧ୍ଯ ଦଶମାଂଶ ଆଣିଲେ। ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗୀକୃତ ପବିତ୍ର ଜିନିଷର ଏକ ଦଶମାଂଶ ଆଣିଲେ। ଏହି ସମସ୍ତ ସାମଗ୍ରୀ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ନିକଟକୁ ଆଣିଲେ। ସମାନେେ ଏହି ସମସ୍ତ ସାମଗ୍ରୀକୁ ଗଦାକରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଓ ଯିହୁଦୀୟ ଲୋକମାନେ, ଯେଉଁମାନେ ଯିହୁଦାର ନଗରରେ ବାସ କରୁଥିଲେ, ସେମାନଙ୍କର ପଶୁପଲ ଓ ମେଷପଲର ମଧ୍ୟ ଦଶମାଂଶ ଆଣିଲେ। ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗୀକୃତ ପବିତ୍ର ଜିନିଷର ଏକ ଦଶମାଂଶ ଆଣିଲେ। ଏହି ସମସ୍ତ ସାମଗ୍ରୀ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ନିକଟକୁ ଆଣିଲେ। ସେମାନେ ଏହି ସମସ୍ତ ସାମଗ୍ରୀକୁ ଗଦାକରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦାର ନଗର ସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।