2 Chronicles 31:8 — Compare Translations

5 translations compared side by side

Odia - 1840
"ଯେତବେେଳେ ହିଜକିଯ ଓ ନେତାମାନେ ଆସିଲେ, ସମାନେେ ସହେି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସମାନେେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇଶ୍ରାୟେଲର ଲୋକମାନଙ୍କର ପ୍ରଶଂସା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ହିଜକିୟ ଓ ନେତାମାନେ ଆସିଲେ, ସେମାନେ ସେହି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସେମାନେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇସ୍ରାଏଲର ଲୋକମାନଙ୍କର ପ୍ରଶଂସା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।