2 Chronicles 31:9 — Compare Translations

5 translations compared side by side

Odia - 1840
"ଏହାପରେ ହିଜକିଯ, ଯାଜକ ଓ ଲବେୀୟମାନଙ୍କୁ ଏହି ସ୍ତୁପୀକୃତ ବସ୍ତୁଗୁଡ଼ିକ ବିଷଯ ରେ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହିଜକିୟ, ଯାଜକ ଓ ଲେବୀୟମାନଙ୍କୁ ଏହି ସ୍ତୁପୀକୃତ ବସ୍ତୁଗୁଡ଼ିକ ବିଷୟରେ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,