2 Chronicles 32:10 — Compare Translations

5 translations compared side by side

Odia - 1840
"ସମାନେେ କହିଲେ, ଅଶୂରର ରାଜା ସନ୍ ହରେୀବ୍ ଏହି କଥା କହନ୍ତି, 'ତୁମ୍ଭମାନେେ କେଉଁ ବିଷଯ ରେ ନିର୍ଭର କରି ଆକ୍ରମଣ ସମୟରେ ସୁଦ୍ଧା ୟିରୁଶାଲମ ରେ ରହୁଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୂରର ରାଜା ସନ୍ହେରୀବ୍ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଅଶୂରର ରାଜା ସ‌ନ୍‌ହେରୀବ୍ ଏହି କଥା କହନ୍ତି, ‘ତୁମ୍ଭେମାନେ କେଉଁ ବିଷୟରେ ନିର୍ଭର କରି ଆକ୍ରମଣ ସମୟରେ ସୁଦ୍ଧା ଯିରୁଶାଲମରେ ରହୁଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?
Odia IRV 2017 (ଓଡିଆ ବାଇବେଲ)
ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?