2 Chronicles 32:11 — Compare Translations

5 translations compared side by side

Odia - 1840
"ହିଜକିଯ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭମାନେେ ଯେପରି କ୍ଷୁଧା ଓ ତୃଷା ରେ ମୃତ୍ଯୁବରଣ କରିବ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ୟିରୁଶାଲମ ରେ ରଖାଯାଉଅଛି। ହିଜକିଯ ତୁମ୍ଭଙ୍କୁ କ ହେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭେମାନେ ଯେପରି କ୍ଷୁଧା ଓ ତୃଷାରେ ମୃତ୍ୟୁବରଣ କରିବ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ଯିରୁଶାଲମରେ ରଖାଯାଉଅଛି। ହିଜକିୟ ତୁମ୍ଭଙ୍କୁ କହେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କ’ଣ ହିଜକୀୟ ମଣାଉ ନାହାନ୍ତି?