2 Chronicles 32:12 — Compare Translations

5 translations compared side by side

Odia - 1840
"ହିଜକିଯ ନିଜେ ସଦାପ୍ରଭୁଙ୍କ ଉଚ୍ଚସ୍ଥାନ ଓ ୟଜ୍ଞବଦେୀ ସବୁ ବାହାର କରି ଦଲୋ। ଯିହୁଦା ଓ ୟିରୁଶାଲମର ଲୋକମାନେ! ତୁମ୍ଭମାନଙ୍କୁ ସେ କହିଲା ଯେ, ତୁମ୍ଭମାନଙ୍କୁ କବଳେ ଗୋଟିଏ ୟଜ୍ଞବଦେୀ ଉପରେ ପୂଜା ଓ ସୁଗନ୍ଧିଧୂପ ଜ୍ବଳାଇବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହିଁ, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ଵଳାଇବ?
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ନିଜେ ସଦାପ୍ରଭୁଙ୍କ ଉଚ୍ଚସ୍ଥାନ ଓ ଯଜ୍ଞବେଦି ସବୁ ବାହାର କରି ଦେଲା। ସେ କହିଲା, ଯିହୁଦା ଓ ଯିରୁଶାଲମର ଲୋକମାନେ! ତୁମ୍ଭମାନଙ୍କୁ କେବଳ ଗୋଟିଏ ଯଜ୍ଞବେଦି ଉପରେ ପୂଜା ଓ ସୁଗନ୍ଧିଧୂପ ଜ୍ୱଳାଇବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?
Odia IRV 2017 (ଓଡିଆ ବାଇବେଲ)
ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?