2 Chronicles 32:13 — Compare Translations
5 translations compared side by side
Odia - 1840
"ମାରେ ପୂର୍ବପୁରୁଷଗଣ ଓ ମୁଁ ଅନ୍ଯାନ୍ଯ ଦେଶର ସମସ୍ତ ଲୋକଙ୍କ ପ୍ରତି କ'ଣ କରିଅଛି, ତାହା ତୁମ୍ଭମାନେେ ଅବଶ୍ଯ ଜାଣ। ଅନ୍ୟ ଦେଶର ଦବେତାମାନେ ସମାନଙ୍କେର ନିଜ ଲୋକମାନଙ୍କୁ ରକ୍ଷା କରିପାରିଲେ ନାହିଁ। ସହେି ଦବେତାମାନେ ମାେତେ ସମାନଙ୍କେର ଲୋକମାନଙ୍କୁ ବିନଷ୍ଟ କରିବାରୁ ରକ୍ଷା କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହିସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?
Odia Bible ERV 2004 (ପବିତ୍ର ବାଇବଲ)
ମୋର ପୂର୍ବପୁରୁଷଗଣ ଓ ମୁଁ ଅନ୍ୟାନ୍ୟ ଦେଶର ସମସ୍ତ ଲୋକଙ୍କ ପ୍ରତି କ’ଣ କରିଅଛୁ, ତାହା ତୁମ୍ଭେମାନେ ଅବଶ୍ୟ ଜାଣ। ଅନ୍ୟ ଦେଶର ଦେବତାମାନେ ସେମାନଙ୍କର ନିଜ ଲୋକମାନଙ୍କୁ ରକ୍ଷା କରି ପାରିଲେ ନାହିଁ। ସେହି ଦେବତାମାନେ ମୋତେ ସେମାନଙ୍କର ଲୋକମାନଙ୍କୁ ବିନଷ୍ଟ କରିବାରୁ ରକ୍ଷା କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହି ସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?
Odia IRV 2017 (ଓଡିଆ ବାଇବେଲ)
ମୁଁ ଓ ମୋ’ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହିସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?