2 Chronicles 32:14 — Compare Translations

5 translations compared side by side

Odia - 1840
"ମାରେ ପୂର୍ବପୁରୁଷମାନେ ସହେି ଦେଶଗୁଡ଼ିକୁ ଧ୍ବଂସ କଲେ। ଏପରି କହେି ଦବେତା ନାହିଁ, ୟିଏ ମାେତେ ତାହାର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକି ପାରିବ। ତେଣୁ ତୁମ୍ଭମାନେେ କ'ଣ ଭାବୁଛ ଯେ, ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ମାେ'ଠାରୁ ରକ୍ଷା କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?
Odia Bible ERV 2004 (ପବିତ୍ର ବାଇବଲ)
ମୋର ପୂର୍ବପୁରୁଷମାନେ ସେହି ଦେଶଗୁଡ଼ିକୁ ଧ୍ୱଂସ କଲେ। ଏପରି କେହି ଦେବତା ନାହିଁ, ଯିଏ ମୋତେ ତାହାର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକି ପାରିବ। ତେଣୁ ତୁମ୍ଭେମାନେ କ’ଣ ଭାବୁଛ ଯେ, ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ମୋ’ଠାରୁ ରକ୍ଷା କରି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?
Odia IRV 2017 (ଓଡିଆ ବାଇବେଲ)
ମୋ’ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ?