2 Chronicles 32:15 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କୁ ମୂର୍ଖ ବନଇବୋ ଓ ପ୍ରତାରଣା କରିବାକୁ ହିଜକିଯଙ୍କୁ ଦିଅ ନାହିଁ। ତାହାକୁ ଆଦୌ ବିଶ୍ବାସ କର ନାହିଁ, କାରଣ କୌଣସି ରାଜ୍ଯ ବା କୌଣସି ଦେଶ ତାହାର ଲୋକମାନଙ୍କୁ ମାେ'ଠାରୁ ବା ମାରେପୂର୍ବପୁରୁଷମାନଙ୍କଠାରୁ ରକ୍ଷା କରିପାରି ନାହିଁ। ତେଣୁ ତୁମ୍ଭମାନଙ୍କ ପରମେଶ୍ବର ଯେ ତୁମ୍ଭମାନଙ୍କୁ ବିନଷ୍ଟ କରିବାରୁ ମାେତେ ରୋକିପାରିବ, ଏହା ଆଦୌ ଭାବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ଵାସ ନ କର; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ଵର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ମୂର୍ଖ ବନେଇବା ଓ ପ୍ରତାରଣା କରିବାକୁ ହିଜକିୟଙ୍କୁ ଦିଅ ନାହିଁ। ତାହାକୁ ଆଦୌ ବିଶ୍ୱାସ କର ନାହିଁ, କାରଣ କୌଣସି ରାଜ୍ୟ ବା କୌଣସି ଦେଶ ତାହାର ଲୋକମାନଙ୍କୁ ମୋ’ଠାରୁ ବା ମୋର ପୂର୍ବପୁରୁଷମାନଙ୍କଠାରୁ ରକ୍ଷା କରିପାରି ନାହିଁ। ତେଣୁ ତୁମ୍ଭମାନଙ୍କ ପରମେଶ୍ୱର ଯେ ତୁମ୍ଭମାନଙ୍କୁ ବିନଷ୍ଟ କରିବାରୁ ମୋତେ ରୋକିପାରିବ, ଏହା ଆଦୌ ଭାବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରିପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ’ ହସ୍ତରୁ ଓ ମୋ’ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ?