2 Chronicles 32:16 — Compare Translations
5 translations compared side by side
Odia - 1840
"ଅଶୂର ରାଜାର ଭୃତ୍ଯମାନେ ସଦାପ୍ରଭୁ ପରମେଶ୍ବର ଓ ପରମେଶ୍ବରଙ୍କ ଦାସ ହିଜକିଯଙ୍କ ବିରୁଦ୍ଧ ରେ ଆହୁରି ଜଘନ୍ଯ କଥାସବୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ଦାସମାନେ ସଦାପ୍ରଭୁ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ତାହାଙ୍କ ଦାସ ହିଜକୀୟଙ୍କ ବିରୁଦ୍ଧରେ ଆହୁରି ଅନେକ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ରାଜାର ଭୃତ୍ୟମାନେ ସଦାପ୍ରଭୁ ପରମେଶ୍ୱର ଓ ପରମେଶ୍ୱରଙ୍କ ଦାସ ହିଜକିୟଙ୍କ ବିରୁଦ୍ଧରେ ଆହୁରି ଜଘନ୍ୟ କଥାସବୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ଦାସମାନେ ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତାହାଙ୍କ ଦାସ ହିଜକୀୟଙ୍କ ବିରୁଦ୍ଧରେ ଆହୁରି ଅନେକ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ଦାସମାନେ ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତାହାଙ୍କ ଦାସ ହିଜକୀୟଙ୍କ ବିରୁଦ୍ଧରେ ଆହୁରି ଅନେକ କଥା କହିଲେ।