2 Chronicles 32:18 — Compare Translations
5 translations compared side by side
Odia - 1840
"ଏହାପରେ ଅଶୂରର ରାଜାର ଭୃତ୍ଯମାନେ ୟିରୁଶାଲମର ପ୍ରାଚୀର ଉପରେ ଥିବା ଲୋକମାନଙ୍କୁ ଉଚ୍ଚସ୍ବର ରେ ଡାକିଲେ। ସହେି ଭୃତ୍ଯମାନେ ୟିରୁଶାଲମର ଲୋକମାନଙ୍କୁ ଭୟଭୀତ କରାଇବା ନିମନ୍ତେ ଏହିପରି କଲେ। ସମାନେେ ଯେପରି ୟିରୁଶାଲମ ନଗରକୁ ହସ୍ତଗତ କରିପାରନ୍ତି, ସେଥିନିମନ୍ତେ ସହେିସବୁ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀ ଭାଷାରେ ଉଚ୍ଚୈଃସ୍ଵରରେ ଡାକି କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅଶୂରର ରାଜାର ଭୃତ୍ୟମାନେ ଯିରୁଶାଲମର ପ୍ରାଚୀର ଉପରେ ଥିବା ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକିଲେ। ସେହି ଭୃତ୍ୟମାନେ ଯିରୁଶାଲମର ଲୋକମାନଙ୍କୁ ଭୟଭୀତ କରାଇବା ନିମନ୍ତେ ଏହିପରି କଲେ। ସେମାନେ ଯେପରି ଯିରୁଶାଲମ ନଗରକୁ ହସ୍ତଗତ କରି ପାରନ୍ତି, ସେଥିନିମନ୍ତେ ସେହିସବୁ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀୟ ଭାଷାରେ ଉଚ୍ଚସ୍ୱରରେ ଡାକି କହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀୟ ଭାଷାରେ ଉଚ୍ଚୈଃସ୍ୱରରେ ଡାକି କହିଲେ।