2 Chronicles 32:19 — Compare Translations

5 translations compared side by side

Odia - 1840
"ସହେି ସବେକଗଣ ଏପରି କାର୍ୟ୍ଯ କଲେ, ଯେପରି ଇଶ୍ରାୟେଲ ପରମେଶ୍ବର ଅନ୍ୟ ଦେଶର ଲୋକମାନଙ୍କର ହସ୍ତ ନିର୍ମିତ ମୂର୍ତ୍ତି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ-ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ଵରଙ୍କ ବିରୁଦ୍ଧରେ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସେବକଗଣ ଏପରି କାର୍ଯ୍ୟ କଲେ, ଯେପରି ଇସ୍ରାଏଲ ପରମେଶ୍ୱର ଅନ୍ୟ ଦେଶର ଲୋକମାନଙ୍କର ହସ୍ତ ନିର୍ମିତ ମୂର୍ତ୍ତି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।