2 Chronicles 32:2 — Compare Translations
5 translations compared side by side
Odia - 1840
"ହିଜକିଯ ଜାଣିଥିଲେ ଯେ, ସନ୍ ହରେୀବ୍ ୟିରୁଶାଲମକୁ ଆକ୍ରମଣ କରିବା ନିମନ୍ତେ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସନ୍ହେରୀବ୍ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଜାଣିଥିଲେ ଯେ, ସନ୍ହେରୀବ୍ ଯିରୁଶାଲମକୁ ଆକ୍ରମଣ କରିବା ନିମନ୍ତେ ଆସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସନ୍ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସନ୍ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,