2 Chronicles 32:20 — Compare Translations

5 translations compared side by side

Odia - 1840
"ରାଜା ହିଜକିଯ ଓ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟ ଏହି ସମସ୍ଯା ସମ୍ବନ୍ଧ ରେ ପ୍ରାର୍ଥନା କଲେ। ସମାନେେ ସ୍ବର୍ଗ ପ୍ରତି ଅତି ଉଚ୍ଚସ୍ବର ରେ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ଵର୍ଗ ଆଡ଼େ ଡାକ ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହିଜକିୟ ଓ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ଏହି ସମସ୍ୟା ସମ୍ବନ୍ଧରେ ପ୍ରାର୍ଥନା କଲେ। ସେମାନେ ସ୍ୱର୍ଗ ପ୍ରତି ଅତି ଉଚ୍ଚସ୍ୱରରେ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।