2 Chronicles 32:21 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ଅଶୂର ରାଜାର ଛାଉଣୀକୁ ଜଣେ ସ୍ବର୍ଗଦୂତଙ୍କୁ ପଠାଇଲେ। ସହେି ସ୍ବର୍ଗଦୂତ ଅଶୂରର ସୈନ୍ଯଦଳର ସମସ୍ତ ସୈନ୍ଯ, ନେତାଗଣ ଓ ସନୋଧିକାରୀମାନଙ୍କୁ ହତ୍ଯା କଲେ। ତେଣୁ ଅଶୂରର ରାଜା ନିଜ ଗୃହକୁ ଓ ଦେଶକୁ ଫରେିଗଲା ଓ ତାହାର ଲୋକମାନେ ତା' ନିମନ୍ତେ ଲଜ୍ଜା ଅନୁଭବ କଲେ। ସେ ତାହାର ଦବେତାର ମନ୍ଦିରକୁ ଗଲା ଓ ତା'ର ନିଜର ପୁତ୍ରମାନେ କେତଜେଣ ସହେି ସ୍ଥାନ ରେ ତାହାକୁ ଏକ ଖଡ୍ଗ ରେ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର-ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ । ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା । ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ଼୍‍ଗରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଅଶୂର ରାଜାର ଛାଉଣିକୁ ଜଣେ ସ୍ୱର୍ଗଦୂତଙ୍କୁ ପଠାଇଲେ। ସେହି ସ୍ୱର୍ଗଦୂତ ଅଶୂରର ସୈନ୍ୟଦଳର ସମସ୍ତ ସୈନ୍ୟ, ନେତାଗଣ ଓ ସେନାଧିକାରୀମାନଙ୍କୁ ହତ୍ୟା କଲେ। ତେଣୁ ଅଶୂରର ରାଜା ନିଜ ଗୃହକୁ ଓ ଦେଶକୁ ଫେରିଗଲା ଓ ତାହାର ଲୋକମାନେ ତା’ ନିମନ୍ତେ ଲଜ୍ଜା ଅନୁଭବ କଲେ। ସେ ତାହାର ଦେବତାର ମନ୍ଦିରକୁ ଗଲା ଓ ତା’ର ନିଜର ପୁତ୍ରମାନେ କେତେଜଣ ସେହି ସ୍ଥାନରେ ତାହାକୁ ଏକ ‌‌ଖ‌ଡ଼୍‌ଗରେ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।