2 Chronicles 32:22 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ସଦାପ୍ରଭୁ ହିଜକିଯ ଓ ୟିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସନ୍ ହେ ରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କ ଠାରୁ ରକ୍ଷା କଲେ। ଲୋକମାନଙ୍କୁ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ୍ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ସଦାପ୍ରଭୁ ହିଜକିୟ ଓ ଯିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସ‌ନ୍‌ହେରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍‍‌‌ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍‍‌‌ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।