2 Chronicles 32:23 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ପାଇଁ ଉପହାର ନଇେ ବହୁତ ଲୋକ ୟିରୁଶାଲମକୁ ଆସିଲେ। ସମାନେେ ଯିହୁଦାର ରାଜା ହିଜକିଯଙ୍କ ପାଇଁ ମୂଲ୍ଯବାନ୍ ସାମଗ୍ରୀ ଆଣିଲେ। ସମସ୍ତ ଦେଶର ଲୋକମାନେ ହିଜକିଯଙ୍କୁ ସମ୍ମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପାଇଁ ଉପହାର ନେଇ ବହୁତ ଲୋକ ଯିରୁଶାଲମକୁ ଆସିଲେ। ସେମାନେ ଯିହୁଦାର ରାଜା ହିଜକିୟଙ୍କ ପାଇଁ ମୂଲ୍ୟବାନ୍ ସାମଗ୍ରୀ ଆଣିଲେ। ସମସ୍ତ ଦେଶର ଲୋକମାନେ ହିଜକିୟଙ୍କୁ ସମ୍ମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।