2 Chronicles 32:24 — Compare Translations

5 translations compared side by side

Odia - 1840
"ସହେି ଦିନମାନଙ୍କର ହିଜକିଯ ଗୁରୁତ୍ବର ଭାବରେ ଅସୁସ୍ଥ ହେଲେ ଓ ମରଣାପନ୍ନ ହେଲେ। ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ହିଜକିଯଙ୍କୁ କଥା କହିଲେ ଓ ଗୋଟିଏ ଚିହ୍ନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନମାନଙ୍କରେ ହିଜକିୟ ଗୁରୁତର ଭାବରେ ଅସୁସ୍ଥ ହେଲେ ଓ ମରଣାପନ୍ନ ହେଲେ। ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ହିଜକିୟଙ୍କୁ କଥା କହିଲେ ଓ ଗୋଟିଏ ଚିହ୍ନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ।