2 Chronicles 32:25 — Compare Translations

5 translations compared side by side

Odia - 1840
"କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହିଜକିୟଙ୍କ ହୃଦୟ ଗର୍ବୀ ଥିଲା, ତେଣୁ ସେ ପରମେଶ୍ୱରଙ୍କ ମହାଦୟା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ନାହିଁ। ଏଥିନିମନ୍ତେ ପରମେଶ୍ୱର ହିଜକିୟ ଓ ଯିହୁଦା ଏବଂ ଯିରୁଶାଲମର ଲୋକଙ୍କ ପ୍ରତି କ୍ରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।