2 Chronicles 32:26 — Compare Translations
5 translations compared side by side
Odia - 1840
"କିନ୍ତୁ ହିଜକିଯ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନେ ସମାନଙ୍କେର ହୃଦଯ ଓ ଜୀବନକୁ ପରିବର୍ତ୍ତିତ କଲେ। ସମାନେେ ନିଜକୁ ନମ୍ର କଲେ ଓ ଆଉ ଗର୍ବ କଲେ ନାହିଁ। ତେଣୁ ହିଜକିଯ ଜୀବିତ ଥିବା ପର୍ୟ୍ଯନ୍ତ ସଦାପ୍ରଭୁ ସମାନଙ୍କେ ଉପରେ କୋରଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହିଜକିୟ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନେ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତିତ କଲେ। ସେମାନେ ନିଜକୁ ନମ୍ର କଲେ ଓ ଆଉ ଗର୍ବ କଲେ ନାହିଁ। ତେଣୁ ହିଜକିୟ ଜୀବିତ ଥିବା ପର୍ଯ୍ୟନ୍ତ ସଦାପ୍ରଭୁ ସେମାନଙ୍କ ଉପରେ କ୍ରୋଧ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।