2 Chronicles 32:27 — Compare Translations
5 translations compared side by side
Odia - 1840
"ହିଜକିଯ ଅନକେ ଧନସଂପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ଯ ମଣିମୁକ୍ତା, ମସଲା, ଢ଼ାଲ ଓ ସମସ୍ତ ପ୍ରକାର ଦ୍ରବ୍ଯ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା; ପୁଣି, ସେ ରୂପା ଓ ସୁନା ଓ ବହୁମୂଲ୍ୟ ପ୍ରସ୍ତର ଓ ସୁଗନ୍ଧି ଦ୍ରବ୍ୟ ଓ ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ତାର ପ୍ରସ୍ତୁତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଅନେକ ଧନସମ୍ପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ୟ ମଣିମୁକ୍ତା, ମସଲା, ଢାଲ ଓ ସମସ୍ତ ପ୍ରକାର ଦ୍ରବ୍ୟ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;