2 Chronicles 32:28 — Compare Translations
5 translations compared side by side
Odia - 1840
"ଲୋକମାନେ ହିଜକିଯଙ୍କ ନିକଟକୁ ଯେଉଁ ଖାଦ୍ୟଶସ୍ଯ, ନୂତନ ଦ୍ରାକ୍ଷାରସ ଓ ତୈଳ ପଠାଉଥିଲେ, ତାହା ରଖିବା ନିମନ୍ତେ ତାଙ୍କର ଭଣ୍ଡାରଗୃହ ସବୁ ଥିଲା। ସମସ୍ତ ପଶୁପଲ ଓ ମଷେପଲ ନିମନ୍ତେ ତାଙ୍କର ଗୁହାଳ ସବୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ତାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ହିଜକିୟଙ୍କ ନିକଟକୁ ଯେଉଁ ଖାଦ୍ୟଶସ୍ୟ, ନୂତନ ଦ୍ରାକ୍ଷାରସ ଓ ତୈଳ ପଠାଉଥିଲେ, ତାହା ରଖିବା ନିମନ୍ତେ ତାଙ୍କର ଭଣ୍ଡାରଗୃହ ସବୁ ଥିଲା। ସମସ୍ତ ପଶୁପଲ ଓ ମେଷପଲ ନିମନ୍ତେ ତାଙ୍କର ଗୁହାଳସବୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।