2 Chronicles 32:29 — Compare Translations

5 translations compared side by side

Odia - 1840
"ହିଜକିଯ ମଧ୍ଯ ବହୁତ ନଗର ନିର୍ମାଣ କଲେ ଏବଂ ସେ ବହୁତ ମଷେ ଓ ଗୋରୁ ପଲ ପାଇଲେ। ପରମେଶ୍ବର ହିଜକିଯଙ୍କୁ ପ୍ରଚୁର ଧନରତ୍ନ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ବିସ୍ତର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ଵର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ମଧ୍ୟ ବହୁତ ନଗର ନିର୍ମାଣ କଲେ ଏବଂ ସେ ବହୁତ ମେଷ ଓ ଗୋରୁ ପଲ ପାଇଲେ। ପରମେଶ୍ୱର ହିଜକିୟଙ୍କୁ ପ୍ରଚୁର ଧନରତ୍ନ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।