2 Chronicles 32:3 — Compare Translations

5 translations compared side by side

Odia - 1840
"ଏହାପରେ ହିଜକିଯ ତାଙ୍କର ପଦାଧିକାରୀ ଓ ସନୋଧିକାରୀମାନଙ୍କ ସହିତ କଥା ହେଲେ। ସମାନେେ ସମସ୍ତ ନଗର ବାହା ରେ ଥିବା ଜଳନିର୍ଝରଗୁଡ଼ିକର ଜଳକୁ ବନ୍ଦ କରିବା ନିମନ୍ତେ ଏକମତ ହେଲେ। ସହେି ପଦାଧିକାରୀ ଓ ସନୋଧିକାରୀମାନେ ହିଜକିଯଙ୍କୁ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହିଜକିୟ ତାଙ୍କର ପଦାଧିକାରୀ ଓ ସେନାଧିକାରୀମାନଙ୍କ ସହିତ କଥା ହେଲେ। ସେମାନେ ସମସ୍ତ ନଗର ବାହାରେ ଥିବା ଜଳନିର୍ଝରଗୁଡ଼ିକର ଜଳକୁ ବନ୍ଦ କରିବା ନିମନ୍ତେ ଏକମତ ହେଲେ। ସେହି ପଦାଧିକାରୀ ଓ ସେନାଧିକାରୀମାନେ ହିଜକିୟଙ୍କୁ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ।