2 Chronicles 32:30 — Compare Translations
5 translations compared side by side
Odia - 1840
"ହିଜକିଯ ହିଁ ୟିରୁଶାଲମ ରେ ଗୀହାନେ ଝରଣାର ଉର୍ଦ୍ଧ୍ବସ୍ଥ ଉତ୍ସକୁ ବନ୍ଦ କଲେ ଓ ସହେି ଜଳକୁ ଦାଉଦଙ୍କ ନଗରର ଦକ୍ଷିଣ ପାଶର୍ବ ରେ ସଳଖ ଭାବରେ ନିମ୍ନଗାମୀ କଲେ। ଆଉ ହିଜକିଯ ଯେଉଁ ସମସ୍ତ କର୍ମ କଲେ, ସେଥି ରେ ସଫଳ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ଵକୁ ଆଣିଲେ । ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ହିଁ ଯିରୁଶାଲମରେ ଗୀହୋନ ଝରଣାର ଊର୍ଦ୍ଧ୍ୱସ୍ଥ ଉତ୍ସକୁ ବନ୍ଦ କଲେ ଓ ସେହି ଜଳକୁ ଦାଉଦଙ୍କ ନଗରର ଦକ୍ଷିଣ ପାର୍ଶ୍ୱରେ ସଳଖ ଭାବରେ ନିମ୍ନଗାମୀ କଲେ। ଆଉ ହିଜକିୟ ଯେଉଁ ସମସ୍ତ କର୍ମ କଲେ, ସେଥିରେ ସଫଳ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ୱକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ଵକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ।