2 Chronicles 32:33 — Compare Translations
5 translations compared side by side
Odia - 1840
"ହିଜକିଯ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିଯଙ୍କୁ ସହେିଠା ରେ କବର ଦେଲେ। ହିଜକିଯ ମୃତ୍ଯୁବରଣ କଲାପରେ ଯିହୁଦା ଓ ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦଖାଇେଲେ। ମନଃଶି ହିଜକିଯଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ମନଃଶି ହିଜକିଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ଵଗାମୀ ପଥପାର୍ଶ୍ଵରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ । ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିୟଙ୍କୁ ସେହିଠାରେ କବର ଦେଲେ। ହିଜକିୟ ମୃତ୍ୟୁବରଣ କଲାପରେ ଯିହୁଦା ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦେଖାଇଲେ। ମନଃଶି ହିଜକିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ମନଃଶି ହିଜକିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।