2 Chronicles 32:4 — Compare Translations

5 translations compared side by side

Odia - 1840
"ଅନକେ ଲୋକ ଏକତ୍ର ଆସିଲେ ଓ ଦେଶ ମଧ୍ଯ ଦଇେ ପ୍ରବାହିତ ହେଉଥିବା ଝରଣା ଓ ନଦୀ ସବୁର ଜଳକୁ ରୋକି ଦେଲେ। ସମାନେେ କହିଲେ ଯେ, ଅଶୂରର ରାଜା ଏହି ସ୍ଥାନକୁ ଆସିଲେ ବେଶୀ କିଛି ଜଳ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅଶୂର-ରାଜଗଣ ଆସି କାହିଁକି ଅନେକ ଜଳ ପାଇବେ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଏକତ୍ର ଆସିଲେ ଓ ଦେଶ ମଧ୍ୟଦେଇ ପ୍ରବାହିତ ହେଉଥିବା ଝରଣା ଓ ନଦୀ ସବୁର ଜଳକୁ ରୋକି ଦେଲେ। ସେମାନେ କହିଲେ ଯେ, “ଅଶୂରର ରାଜା ଏହି ସ୍ଥାନକୁ ଆସିଲେ ବେଶୀ କିଛି ଜଳ ପାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ?” ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।