2 Chronicles 32:6 — Compare Translations

5 translations compared side by side

Odia - 1840
"ଲୋକମାନଙ୍କର ଦାଯିତ୍ବ ନବୋ ନିମନ୍ତେ ହିଜକିଯ ୟୁଦ୍ଧର ପଦାଧିକାରୀମାନଙ୍କୁ ମନୋନୀତ କଲେ। ନଗରଦ୍ବାର ନିକଟସ୍ଥ ଉନ୍ମୁକ୍ତ ସ୍ଥାନ ରେ ସେ ସହେି ପଦାଧିକାରୀମାନଙ୍କୁ ସାକ୍ଷାତ କଲେ। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ଵାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତପ୍ରବୋଧକ ବାକ୍ୟ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କର ଦାୟିତ୍ୱ ନେବା ନିମନ୍ତେ ହିଜକିୟ ଯୁଦ୍ଧର ପଦାଧିକାରୀମାନଙ୍କୁ ମନୋନୀତ କଲେ। ନଗରଦ୍ୱାର ନିକଟସ୍ଥ ଉନ୍ମୁକ୍ତ ସ୍ଥାନରେ ସେ ସେହି ପଦାଧିକାରୀମାନଙ୍କୁ ସାକ୍ଷାତ କଲେ। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ,