2 Chronicles 32:7 — Compare Translations

5 translations compared side by side

Odia - 1840
"ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ଯବାହିନୀ ବିଷଯ ରେ ଭୟ କର ନାହିଁ କିମ୍ବା ବ୍ଯସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ୍ ଶକ୍ତି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ନ ହୁଅ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ⇧;
Odia Bible ERV 2004 (ପବିତ୍ର ବାଇବଲ)
“ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ୟବାହିନୀ ବିଷୟରେ ଭୟ କର ନାହିଁ କିମ୍ବା ବ୍ୟସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ ଶକ୍ତି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ;
Odia IRV 2017 (ଓଡିଆ ବାଇବେଲ)
“ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ୍;