2 Chronicles 32:8 — Compare Translations
5 translations compared side by side
Odia - 1840
"ଅଶୂରର ରାଜାଙ୍କ ସହିତ କବଳେ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ୟୁଦ୍ଧ କରିବେ। ଏହିପରି ଯିହୁଦାର ରାଜା ହିଜକିଯ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ସହାୟ ଅଛନ୍ତି । ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜାଙ୍କ ସହିତ କେବଳ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ଯୁଦ୍ଧ କରିବେ।” ଏହିପରି ଯିହୁଦାର ରାଜା ହିଜକିୟ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।