2 Chronicles 32:9 — Compare Translations
5 translations compared side by side
Odia - 1840
"ଅଶୂରର ରାଜା ସନ୍ ହରେୀବ୍ ଓ ତାଙ୍କର ସମସ୍ତ ସୈନ୍ଯଦଳ ଲାଖୀଶ ସହର ନିକଟରେ ଛାଉଣୀ କଲେ, ଯେପରି ସମାନେେ ତାହାକୁ ଜଯ କରିପାରନ୍ତି। ଏହାପରେ ସନ୍ ହରେୀବ୍, ଯିହୁଦାର ରାଜା ହିଜକିଯ ଓ ୟିରୁଶାଲମ ରେ ଥିବା ଯିହୁଦାର ସମସ୍ତ ଲୋକଙ୍କ ନିକଟକୁ ତାଙ୍କର ଭୃତ୍ଯମାନଙ୍କୁ ପଠାଇଲା। ହିଜକିଯ ଓ ୟିରୁଶାଲମର ସବୁ ଲୋକଙ୍କ ନିମନ୍ତେ ସନ୍ ହରେୀବ୍ଙ୍କ ଭୃତ୍ଯର ଏକ ବାର୍ତ୍ତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଓ ତାହା ସଙ୍ଗେ ତାହାର ସୈନ୍ୟସାମ; ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା ସନ୍ହେରୀବ୍ ଓ ତାଙ୍କର ସମସ୍ତ ସୈନ୍ୟଦଳ ଲାଖୀଶ୍ ସହର ନିକଟରେ ଛାଉଣି କଲେ, ଯେପରି ସେମାନେ ତାହାକୁ ଜୟ କରି ପାରନ୍ତି। ଏହା ପରେ ସନ୍ହେରୀବ୍, ଯିହୁଦାର ରାଜା ହିଜକିୟ ଓ ଯିରୁଶାଲମରେ ଥିବା ଯିହୁଦାର ସମସ୍ତ ଲୋକଙ୍କ ନିକଟକୁ ତାଙ୍କର ଭୃତ୍ୟମାନଙ୍କୁ ପଠାଇଲା। ହିଜକିୟ ଓ ଯିରୁଶାଲମର ସବୁ ଲୋକଙ୍କ ନିମନ୍ତେ ସନ୍ହେରୀବ୍ଙ୍କ ଭୃତ୍ୟର ଏକ ବାର୍ତ୍ତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,