2 Chronicles 33:1 — Compare Translations
5 translations compared side by side
Odia - 1840
"ମନଃଶି ଯିହୁଦାର ରାଜା ହବୋ ସମୟରେ ବାରବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ପଞ୍ଚାବନ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ମନଃଶି ମନଃଶି ଯିହୁଦାର ରାଜା ହେବା ସମୟରେ ବାରବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ପର୍ଯ୍ୟନ୍ତ ରାଜା ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।