2 Chronicles 33:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମନଃଶିଙ୍କୁ ଓ ତାଙ୍କର ଲୋକମାନଙ୍କୁ କଥା କହିଲେ, ମାତ୍ର ସମାନେେ ତାଙ୍କର କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମନଃଶିଙ୍କୁ ଓ ତାଙ୍କର ଲୋକମାନଙ୍କୁ କଥା କହିଲେ, ମାତ୍ର ସେମାନେ ତାଙ୍କର କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।