2 Chronicles 33:11 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ସୈନ୍ଯବାହିନୀର ସନୋପତିଙ୍କୁ ଆଣିଲେ, ୟିଏକି ଅଶୂରର ରାଜାର ସବୋ କରୁଥିଲେ ଏବଂ ସମାନେେ ଯିହୁଦାକୁ ଆକ୍ରମଣ କଲେ। ସହେି ସନୋପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସମାନେେ ତାଙ୍କ ଶରୀର ରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତ ରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ସୈନ୍ୟବାହିନୀର ସେନାପତିଙ୍କୁ ଆଣିଲେ, ଯିଏ କି ଅଶୂରର ରାଜାର ସେବା କରୁଥିଲେ ଏବଂ ସେମାନେ ଯିହୁଦାକୁ ଆକ୍ରମଣ କଲେ। ସେହି ସେନାପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସେମାନେ ତାଙ୍କ ଶରୀରରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ।