2 Chronicles 33:12 — Compare Translations

5 translations compared side by side

Odia - 1840
"ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ଉପରକୁ ଯେତେବେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କଠାରୁ ସାହାଯ୍ୟ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ନମ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।