2 Chronicles 33:15 — Compare Translations
5 translations compared side by side
Odia - 1840
"ମନଃଶି ଅଦ୍ଭୁତ ଦବେତା ମୂର୍ତ୍ତିଗୁଡ଼ିକୁ ବାହାର କରି ଦେଲେ। ସେ ସଦାପ୍ରଭୁଙ୍କ ମନ୍ଦିରରୁ ମୂର୍ତ୍ତିକୁ ବାହାର କରି ଦେଲେ। ସେ ମନ୍ଦିର ଥିବା ପର୍ବତ ଓ ୟିରୁଶାଲମ ରେ ଯେଉଁସବୁ ୟଜ୍ଞବଦେୀ ନିର୍ମାଣ କରିଥିଲେ, ସଗେୁଡ଼ିକୁ ନଷ୍ଟ କରି ଦେଲେ। ମନଃଶି ସହେିସବୁ ବଦେୀକୁ ୟିରୁଶାଲମ ନଗର ବାହା ରେ ଫିଙ୍ଗି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ଅଦ୍ଭୂତ ଦେବତା ମୂର୍ତ୍ତିଗୁଡ଼ିକୁ ବାହାର କରିଦେଲେ। ସେ ସଦାପ୍ରଭୁଙ୍କ ମନ୍ଦିରରୁ ମୂର୍ତ୍ତିକୁ ବାହାର କରିଦେଲେ। ସେ ମନ୍ଦିର ଥିବା ପର୍ବତ ଓ ଯିରୁଶାଲମରେ ଯେଉଁସବୁ ଯଜ୍ଞବେଦି ନିର୍ମାଣ କରିଥିଲେ, ସେଗୁଡ଼ିକୁ ନଷ୍ଟ କରିଦେଲେ। ମନଃଶି ସେହିସବୁ ବେଦିକୁ ଯିରୁଶାଲମ ନଗର ବାହାରେ ଫିଙ୍ଗି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ।