2 Chronicles 33:16 — Compare Translations

5 translations compared side by side

Odia - 1840
"ଏହାପରେ ସେ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ସ୍ଥାପନ କଲେ ଓ ତାହା ଉପରେ ମଙ୍ଗଳାର୍ଥକ ବଳି ଓ ଧନ୍ଯବାଦର ବଳି ଉତ୍ସର୍ଗ ଗଲେ। ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବାକୁ ମନଃଶି ଯିହୁଦାର ସମସ୍ତ ଲୋକଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ସ୍ଥାପନ କଲେ ଓ ତାହା ଉପରେ ମଙ୍ଗଳାର୍ଥକ ବଳି ଓ ଧନ୍ୟବାଦର ବଳି ଉତ୍ସର୍ଗ ଗଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବାକୁ ମନଃଶି ଯିହୁଦାର ସମସ୍ତ ଲୋକଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।