2 Chronicles 33:17 — Compare Translations

5 translations compared side by side

Odia - 1840
"ଲୋକମାନେ ଉଚ୍ଚସ୍ଥାନମାନଙ୍କ ରେ ବଳି ଉତ୍ସର୍ଗ କରିବାକୁ ଲାଗିଲେ। କିନ୍ତୁ ସମାନେେ କବଳେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ନିକଟରେ ସହେି ବଳି ଉତ୍ସର୍ଗ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଉଚ୍ଚସ୍ଥାନମାନଙ୍କରେ ବଳି ଉତ୍ସର୍ଗ କରିବାକୁ ଲାଗିଲେ। କିନ୍ତୁ ସେମାନେ କେବଳ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ନିକଟରେ ସେହି ବଳି ଉତ୍ସର୍ଗ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ।