2 Chronicles 33:18 — Compare Translations

5 translations compared side by side

Odia - 1840
"ମନଃଶି ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ ଓ ପରମେଶ୍ବରଙ୍କ ନିକଟରେ ଯେଉଁ ପ୍ରାର୍ଥନା କରିଥିଲେ ଏବଂ ଭବିଷ୍ଯତ୍ବକ୍ତାମାନେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନାମ ରେ ତାଙ୍କୁ ଯେଉଁ ସମସ୍ତ କଥା କହିଥିଲେ, ସହେିସବୁ ଇଶ୍ରାୟେଲର ରାଜାମାନଙ୍କ ପୁସ୍ତକ ରେ ଲିପିବଦ୍ଧ ହାଇେ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ଆପଣା ପରମେଶ୍ଵରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ ଓ ପରମେଶ୍ୱରଙ୍କ ନିକଟରେ ଯେଉଁ ପ୍ରାର୍ଥନା କରିଥିଲେ ଏବଂ ଭବିଷ୍ୟ‌ଦ୍‌ବକ୍ତାମାନେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତାଙ୍କୁ ଯେଉଁ ସମସ୍ତ କଥା କହିଥିଲେ, ସେହିସବୁ “ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ” ଲିପିବଦ୍ଧ ହୋଇ ରହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।