2 Chronicles 33:19 — Compare Translations
5 translations compared side by side
Odia - 1840
"ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ଵର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେ ଯେ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟଦ୍ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।