2 Chronicles 33:2 — Compare Translations
5 translations compared side by side
Odia - 1840
"ଯେଉଁ ବିଷଯଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସହେିସବୁ କାର୍ୟ୍ଯ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦଇେଥିଲେ, ମନଃଶି ସହେି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବିଷୟଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସେହିସବୁ କାର୍ଯ୍ୟ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦେଇଥିଲେ, ମନଃଶି ସେହି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।