2 Chronicles 33:20 — Compare Translations

5 translations compared side by side

Odia - 1840
"ଏହାପରେ ମନଃଶି ମୃତ୍ଯୁଭୋଗ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ମନଃଶିଙ୍କୁ ତାଙ୍କର ନିଜ ରାଜଗୃହ ରେ କବର ଦେଲେ। ଅମାେନ୍ ମନଃଶିଙ୍କ ତାଙ୍କର ନିଜ ରାଜଗୃହ ରେ କବର ଦେଲେ। ଆମାେନ୍ ମନଃଶିଙ୍କ ସ୍ଥାନ ରେ ନୂତନରାଜା ହେଲେ। ଆମାେନ୍ ମନଃଶିଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମନଃଶି ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମନଃଶି ମୃତ୍ୟୁଭୋଗ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ମନଃଶିଙ୍କୁ ତାଙ୍କର ନିଜ ରାଜଗୃହରେ କବର ଦେଲେ। ଆମୋନ୍ ମନଃଶିଙ୍କ ସ୍ଥାନରେ ନୂତନ ରାଜା ହେଲେ। ଆମୋନ୍ ମନଃଶିଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।