2 Chronicles 33:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯାହା ମନ୍ଦକାର୍ୟ୍ଯ ରୂପେ ବିବଚେନା କରନ୍ତି ଆମାେନ୍ ସେସବୁ କଲେ, ଠିକ୍ ତାଙ୍କ ପିତା ମନଃଶି ଯାହା କରିଥିଲେ। ଆମାେନ୍ ସମସ୍ତ ଖାଦେିତ ମୂର୍ତ୍ତି ଓ ପ୍ରତିମା ନିମନ୍ତେ ବଳି ଉତ୍ସର୍ଗ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ମନଃଶି ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୁଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାହା ମନ୍ଦକାର୍ଯ୍ୟ ରୂପେ ବିବେଚନା କରନ୍ତି ଆମୋନ୍ ସେସବୁ କଲେ, ଠିକ୍ ତାଙ୍କ ପିତା ମନଃଶି ଯାହା କରିଥିଲେ। ଆମୋନ୍ ସମସ୍ତ ଖୋଦିତ ମୂର୍ତ୍ତି ଓ ପ୍ରତିମା ନିମନ୍ତେ ବଳି ଉତ୍ସର୍ଗ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ମନଃଶି ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।