2 Chronicles 33:23 — Compare Translations

5 translations compared side by side

Odia - 1840
"ଆମାେନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମାେନ୍ ଆହୁରି ଅଧିକରୁ ଅଧିକ ପାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମୋନ୍ ଆହୁରି ଅଧିକରୁ ଅଧିକ ପାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।