2 Chronicles 33:24 — Compare Translations

5 translations compared side by side

Odia - 1840
"ଆମାେନ୍ଙ୍କ ଭୃତ୍ଯମାନେ ତାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କଲେ। ସମାନେେ ଆମାେନ୍ଙ୍କୁ ତାଙ୍କର ନିଜ ଗୃହ ରେ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋ‌ନଙ୍କ ଭୃତ୍ୟମାନେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ସେମାନେ ଆମୋ‌ନଙ୍କୁ ତାଙ୍କର ନିଜ ଗୃହରେ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।